• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୯ ତାରିଖ ମଙ୍ଗଳବାର । ଚନ୍ଦ୍ର- କର୍କଟ ପ୍ରାତଃ ୦୭.୫୩ ଗତେ । ସିଂହ ତିଥି- ୩ୟା (ମଳ) ପ୍ରାତଃ ୦୬.୦୯ ଗତେ ୪ର୍ଥୀ ।

Leo

ସିଂହ

Tuesday 09 Jul 2024

ମଘା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ପାରିବାରିକ ଜୀବନରେ ସନ୍ତୁଳତା ରକ୍ଷା କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ

ପୂ,ଫାଲଗୁନି- ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର‌୍ୟ୍ୟରେ ଖର୍ଚ୍ଚ କରି ପାରନ୍ତି ।

ଉ,ଫାଲଗୁନି- ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ଧାର ଦେବା ନେବାରେ ନିବୃତ ରୁହନ୍ତୁ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ ।

ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :