• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୯ ତାରିଖ ମଙ୍ଗଳବାର । ଚନ୍ଦ୍ର- କର୍କଟ ପ୍ରାତଃ ୦୭.୫୩ ଗତେ । ସିଂହ ତିଥି- ୩ୟା (ମଳ) ପ୍ରାତଃ ୦୬.୦୯ ଗତେ ୪ର୍ଥୀ ।

Libra

ତୁଳା

Tuesday 09 Jul 2024

ଚିତ୍ରା- ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ପରିବହନ ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । କର୍ତ୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ।

ସ୍ୱାତୀ- ସୌଭାଗ୍ୟକ୍ରମେ ଆର୍ଥିକ ଉନ୍ନତି ଘଟିବ, କିଛି ବ୍ୟାଙ୍କ ଜମା ମଧ୍ୟ କରିପାରିବେ । ଆପଣ ଯେଉଁ କାମରେ ହାତଦେବେ ସେଥିରେ ଅବଶ୍ୟ ସଫଳତା ପାଇବେ, କିନ୍ତୁ ମାନସିକ ଅସ୍ଥିରତା ଲାଗି ରହିବ।

ବିଶାଖା- ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହିତ ବନ୍ଧୁସମ୍ପର୍କ ବୃଦ୍ଧି ପାଇବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି।

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :