• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୯ ତାରିଖ ମଙ୍ଗଳବାର । ଚନ୍ଦ୍ର- କର୍କଟ ପ୍ରାତଃ ୦୭.୫୩ ଗତେ । ସିଂହ ତିଥି- ୩ୟା (ମଳ) ପ୍ରାତଃ ୦୬.୦୯ ଗତେ ୪ର୍ଥୀ ।

Scorpio

ବିଛା

Tuesday 09 Jul 2024

ବିଶାଖା- ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ଏକପ୍ରକାର ଭଲ ରହିବ। ଘରଲୋକଙ୍କୁ ଅବିଶ୍ୱାସ କରିବା ସଙ୍ଗକୁ ପରକଥାକୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ବାଣିଜ୍ୟ- ବ୍ୟବସାୟରେ ସାମାନ୍ୟ ପରିଶ୍ରମ କରିବାକୁ ପଡିବ ।

ଅନୁରାଧା- ଯେତିକି ପାଇବେ ତାହାଠାରୁ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ବନ୍ଧୁଙ୍କ ବିରୋଧାତ୍ମକ କଥା ଶୁଣି କୌଣସି ମନ୍ତବ୍ୟ ଦେବା କାରଣରୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।

ଜ୍ୟେଷ୍ଠା- କଚେରି ମାମଲା, ଘରୋଇ ଟେନ୍ସନ ଦୂର ହେବ । ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ । ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :