• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୯ ତାରିଖ ମଙ୍ଗଳବାର । ଚନ୍ଦ୍ର- କର୍କଟ ପ୍ରାତଃ ୦୭.୫୩ ଗତେ । ସିଂହ ତିଥି- ୩ୟା (ମଳ) ପ୍ରାତଃ ୦୬.୦୯ ଗତେ ୪ର୍ଥୀ ।

Sagittarius

ଧନୁ

Tuesday 09 Jul 2024

ମୂଳା- ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧିହେତୁ ମନରେ ସରସତା ରହିବ ନାହିଁ। ଖାଦ୍ୟପେୟର ଅଜୀର୍ଣ୍ଣ ଓ ଅମାଶୟ ଦେଖାଦେଇପାରେ। କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।

ପୂ,ଷାଢା- ରାଜନୀତିରେ ଲୋକ ସମର୍ଥନ ଅବ୍ୟାହତ ରହିବା ଯୋଗୁ ଆଗେଇଯିବେ । ଯେଉଁ କାମ ଆଜି ଆରମ୍ଭ କରିବେ ସଫଳତା ଫାଇବା କଷ୍ଟ ହେବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ।

ଉ,ଷାଢା- ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାଯ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ ।

ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :