• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୯ ତାରିଖ ମଙ୍ଗଳବାର । ଚନ୍ଦ୍ର- କର୍କଟ ପ୍ରାତଃ ୦୭.୫୩ ଗତେ । ସିଂହ ତିଥି- ୩ୟା (ମଳ) ପ୍ରାତଃ ୦୬.୦୯ ଗତେ ୪ର୍ଥୀ ।

Capricorn

ମକର

Tuesday 09 Jul 2024

ଉ,ଷାଢା- ଦେହର ଯତ୍ନ ନିଅନ୍ତୁ । ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।

ଶ୍ରବଣା- ବ୍ୟବସାୟ, ନିର୍ମାଣ, କାରିଗରିରେ ଉନ୍ନତି କରିବେ। ସାମୟିକ ମୁଣ୍ଡର ରୋଗରେ କଷ୍ଟ ପାଇବେ। ଅନ୍ୟମନସ୍କତା କାରଣରୁ ଟଙ୍କା ପଇସା କିମ୍ବା କୌଣସି ଜିନିଷ ହଜିଯାଇପାରେ।

ଧନିଷ୍ଠା- କ୍ରୀଡ଼ା କ୍ଷେତ୍ରରେ ଥିବା ସମସ୍ୟାର ସମାଧାନ ହୋଇଯିବ। ଅନ୍ୟମାନଙ୍କ ପ୍ରତି ଭଲ ଧାରଣା କ୍ରମଶଃ ହ୍ରାସ ପାଇପାରେ । ଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କ ପ୍ରତି ସାବଧାନତା ଅବଲମ୍ବନ କରିବା ଭଲ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :