• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th June 2023: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ସଫଳତା ପାଇବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ଶୁକ୍ରବାର ।ଚନ୍ଦ୍ର – ମକର ପ୍ରାତଃ ୦୬.୦୧ ଗତେ କୁମ୍ଭ,ତିଥି – ୬ଷ୍ଠୀ ଦିବା ୦୪.୨୧ ଗତେ ୭ମୀ,ଘାତ ଚନ୍ଦ୍ର – ସିଂହ ପ୍ରାତଃ ୦୬.୦୧ ଗତେ ମିଥୁନ, ମୀନ,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ଦିବା ୦୪.୨୧ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ

Leo

ସିଂହ

Friday 09 Jun 2023

ମଘା- ଉଦବେଗରୁ ମୁକ୍ତି ମିଳିବ । ପରିବାରରେ ଯେତେ ଅସୁବିଧା ଆସିଲେ ମଧ୍ୟ ସବୁକୁ ଏଡାଇ ଆଗକୁ ଯିବେ । ଜୀବନ ସାଥୀଙ୍କ ସହିତ ଦୂର ଯାତ୍ରାରେ ଆନନ୍ଦ ପାଇବେ ।

ପୂ- ଫାଲ୍‌ଗୁନୀ- କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରିବାକୁ ପଡିପାରେ । ରାଜନିତି କରିବାରେ ଆଗ୍ରହ ପ୍ରକାଶ ପାଇବ । ଶତୃଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି ।

ଉ- ଫାଲ୍‌ଗୁନୀ- ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଭଲ ସଫଳତା ପାଇବେ । ପିତୃ ପୁରୁଷ ସମ୍ପତି ପାଇଁ ଖୁସି ଅନୁଭବ କରିବେ । ମହିଳା ମାନେ ନୂଆ କାର୍ଯ୍ୟର ଅନୁସନ୍ଧାନ କରିବେ ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :