• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th June 2023: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ସଫଳତା ପାଇବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ଶୁକ୍ରବାର ।ଚନ୍ଦ୍ର – ମକର ପ୍ରାତଃ ୦୬.୦୧ ଗତେ କୁମ୍ଭ,ତିଥି – ୬ଷ୍ଠୀ ଦିବା ୦୪.୨୧ ଗତେ ୭ମୀ,ଘାତ ଚନ୍ଦ୍ର – ସିଂହ ପ୍ରାତଃ ୦୬.୦୧ ଗତେ ମିଥୁନ, ମୀନ,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ଦିବା ୦୪.୨୧ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ

Libra

ତୁଳା

Friday 09 Jun 2023

ଚିତ୍ରା- କୈାଣସି କାରଣରୁ ମନରେ ଭୟ ଆସିପାରେ । ଆମୋଦ, ପ୍ରମୋଦରେ ଦିନ କଟିବ । ଧର୍ମ ଭାବନାରୁ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କର ସହୟତା ଲୋଡିବେ ।

ସ୍ୱାତୀ- ପାରିବାରିକ ବୁଝାବଣା ବଢିବ । ଲୋକ ମାନଙ୍କ ସେବା କରିବାରେ ମନବଳାଇବେ । ବନ୍ଧୁ ସହୟତା ମିଳିବ । ରାଜନୀତିରେ ହଠାତ୍ ନିର୍ଣ୍ଣୟ ନେବାକୁ ପଡିପାରେ ।

ବିଶାଖା- ଶତୃଙ୍କର ସମ୍ମୁଖୀନ ହୋଇପାରନ୍ତି । ହଜି ଯାଇଥିବା ଦ୍ରବ୍ୟର ସନ୍ଧାନ ମିଳିବ । ଅଯଥା କୋର୍ଟ ମାମଲାରେ ଫସି ଯାଇ ହଇରାଣ ହୋଇପାରନ୍ତି ।

ପ୍ରତିକାର – ମାଆ ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :