• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th June 2023: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ସଫଳତା ପାଇବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ଶୁକ୍ରବାର ।ଚନ୍ଦ୍ର – ମକର ପ୍ରାତଃ ୦୬.୦୧ ଗତେ କୁମ୍ଭ,ତିଥି – ୬ଷ୍ଠୀ ଦିବା ୦୪.୨୧ ଗତେ ୭ମୀ,ଘାତ ଚନ୍ଦ୍ର – ସିଂହ ପ୍ରାତଃ ୦୬.୦୧ ଗତେ ମିଥୁନ, ମୀନ,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ଦିବା ୦୪.୨୧ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ

Scorpio

ବିଛା

Friday 09 Jun 2023

ବିଶାଖା- ଆପଣଙ୍କର ଭାଗ୍ୟ ଆପଣଙ୍କ ସହିତ ରହିବ ଏବଂ କମ୍ ପରିଶ୍ରମ ସତ୍ତ୍ୱେ ଅନୁକୂଳ ଫଳାଫଳ ପାଇବେ । ପରିବାର ସଦସ୍ୟଙ୍କ ମଧ୍ୟରେ ଥିବା ସମନ୍ୱୟ ବିଘ୍ନ ଆଣିପାରେ କିନ୍ତୁ ପରିସ୍ଥିତି ଧୀରେ ଧୀରେ ଭଲ ରହିବ । ପିତା ମାତା ନିଜ ସନ୍ତାନଙ୍କ ବିବାହ ପାଇଁ ଯୋଜନା କରି ପାରନ୍ତି ।

ଅନୁରାଧା- ସ୍ଥାବର ଅସ୍ଥାବର ସମ୍ପତିର ମାଲିକାନା ପାଇପାରନ୍ତି । ଶିକ୍ଷା ସହ ଜଡିତ କିଛି ଅସୁବିଧା ସାମ୍ନା କରିବାକୁ ପଡିପାରେ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ ।

ଜ୍ୟୋଷ୍ଠା- ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଜମି , ଦଲାଲ୍ଙ୍କୁ ଯଥେଷ୍ଟ ଲାଭ ମିଳିବ । ସଫଳତା ପାଇଁ ପ୍ରୟାସ ଜାରି ରଖନ୍ତୁ

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :