• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th June 2023: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ସଫଳତା ପାଇବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ଶୁକ୍ରବାର ।ଚନ୍ଦ୍ର – ମକର ପ୍ରାତଃ ୦୬.୦୧ ଗତେ କୁମ୍ଭ,ତିଥି – ୬ଷ୍ଠୀ ଦିବା ୦୪.୨୧ ଗତେ ୭ମୀ,ଘାତ ଚନ୍ଦ୍ର – ସିଂହ ପ୍ରାତଃ ୦୬.୦୧ ଗତେ ମିଥୁନ, ମୀନ,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ଦିବା ୦୪.୨୧ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ

Sagittarius

ଧନୁ

Friday 09 Jun 2023

ମୂଳା- ଉଦର ବ୍ୟଥା ଭୋଗି ପାରନ୍ତି । କୈାଣସି କାର୍ଯ୍ୟରେ ସଫଳତା ହାସଲ କରିବେ । ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ବନ୍ଧୁ ମେଳରେ ଆନନ୍ଦ ଅନୁଭବ କରିବେ ।

ପୂ, ଷାଢା- ପ୍ରେମିକା,ପ୍ରେମିକ ମାନଙ୍କର ପୁର୍ବ ସ୍ମୃତି ଜାଗ୍ରତ ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷାର୍ଥୀ ମାନେ ପଢାରେ ଅନ୍ୟସମସ୍କ ରହିବେ ।

ଉ, ଷାଢା- ଆପଣଙ୍କର କ୍ରୀଡା କାର‌୍ୟ୍ୟକଳାପକୁ ପୁନଃ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ଆପଣ ବାଧାବିଘ୍ନର ସମ୍ମୁଖୀନ ହୋଇପାରନ୍ତି ଜ୍ଝ ଆପଣ ବୁଦ୍ଧିମାନ ଭାବରେ ବିଚାର କରିବାରେ ସକ୍ଷମ ହେବେ ଜ୍ଝ

ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :