Daily Horoscope 9th June 2023: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ସଫଳତା ପାଇବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ଶୁକ୍ରବାର ।ଚନ୍ଦ୍ର – ମକର ପ୍ରାତଃ ୦୬.୦୧ ଗତେ କୁମ୍ଭ,ତିଥି – ୬ଷ୍ଠୀ ଦିବା ୦୪.୨୧ ଗତେ ୭ମୀ,ଘାତ ଚନ୍ଦ୍ର – ସିଂହ ପ୍ରାତଃ ୦୬.୦୧ ଗତେ ମିଥୁନ, ମୀନ,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ଦିବା ୦୪.୨୧ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ

Aries

ମେଷ

Friday 09 Jun 2023

ଅଶ୍ୱନୀ- ପେଟରେ କଷ୍ଟ ଅନୁଭବ କରିବେ । ଭାଇ-ଭଉଣୀଙ୍କ ଖୁସି ପାଇଁ ପାରିବାରରେ ଶାନ୍ତି କେତେଂକାଶରେ ଦେଖାଦେବ । ପତ୍ନୀଙ୍କ ସହ ମନମାଳିନ୍ୟ ଯୋଗୁଁ ଆପଣ ଅଶାନ୍ତି ଭୋଗ କରିବେ ।

ଦ୍ୱିଜା- ଉପଯୁକ୍ତ ସମୟରେ ଆଶା କରୁଥିବା ଦିଗରୁ ଅର୍ଥଲାଭ ହୋଇପାରେ । କର୍ମକ୍ଷେତ୍ରରେ ବାକି ପଡିଥିବା ପଇସା ପାଇବା ପାଇଁ ଚାପ ପ୍ରୟୋଗ କରିବେ । ଛାତ୍ରଛାତ୍ରି ମାନେ ସଫଳତା ହାସଲ କରିବେ

କୃତିକା-ଚାକିରି କ୍ଷେତ୍ରରେ ମହିଳା ମାନେ ମନୋନିତ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରନ୍ତି । ରାଜନୀତିରେ ନୂତନ କାର୍ଯ୍ୟରେ ଆଗ୍ରହ ପ୍ରକାଶ କରିବେ ଓ ଲୋକ ମାନଙ୍କ ପାଖରେ ପ୍ରିୟ ହୋଇପାରିବେ ।

ପ୍ରତିକାର - ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :