• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୯ ରବିବାର। ଚନ୍ଦ୍ର- ମିଥୁନ ଦିବା ୦୨-୦୮ ଗତେ କର୍କଟ। ତିଥି- ୩ୟା ଦିବା ୦୩.୪୪ ଗତେ ୪ର୍ଥୀ। ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୦୨.୦୮ପର୍ଯ୍ୟନ୍ତ। ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ରାତ୍ରି ୦୮.୨୧ ଗତେ ୦୧ ପାଦ-କୃଷିହାନି-ଭୂମିଦାନ।

Aries

ମେଷ

Sunday 09 Jun 2024

ଅଶ୍ୱନୀ-ପରିବାର ସହିତ ମିଶି ଅନେକ ସମୟ ଆନନ୍ଦରେ କଟାଇପାରନ୍ତି । ବ୍ୟବସାୟୀମାନେ କିଛି ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି । ଗଣ୍ଠିଜନିତ ସମସ୍ୟା ଗୁରୁତ୍ୱର ହୋଇପାରେ ।

ଦ୍ୱିଜା-ନିଜ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ । ଅଫିସିଆଲି କାମ ସହଜ ଓ ସୁବିଧାରେ ହେବ । ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି।

କୃତିକା- ମାଲିମୋକଦ୍ଦମା ସ୍ଥିତି ଅନୁକୂଳ ହୋଇପାରେ । କୌଣସି ବ୍ୟକ୍ତି ନିକଟରେ ବାକି ରହିଥିବା ଟଙ୍କା, ପଇସାକୁ କେନ୍ଦ୍ର କରି ଅନର୍ଥ ସୃଷ୍ଟିହେବାର ସୂଚନା ରହିଛି । ମହିଳାଙ୍କ ପାରିବାରିକ ଟେନ୍‌ସନ କେତେକାଂଶରେ କମିଯିବ ।

ପ୍ରତିକାର – କୌଣସି ଛୋଟା ଲୋକଙ୍କୁ କିଛି ସାହାଯ୍ୟ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :