• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୯ ରବିବାର। ଚନ୍ଦ୍ର- ମିଥୁନ ଦିବା ୦୨-୦୮ ଗତେ କର୍କଟ। ତିଥି- ୩ୟା ଦିବା ୦୩.୪୪ ଗତେ ୪ର୍ଥୀ। ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୦୨.୦୮ପର୍ଯ୍ୟନ୍ତ। ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ରାତ୍ରି ୦୮.୨୧ ଗତେ ୦୧ ପାଦ-କୃଷିହାନି-ଭୂମିଦାନ।

Taurus

ବୃଷ

Sunday 09 Jun 2024

କୃତିକା- କଳ୍ପନା ବାହାରେ ଥିବା କୌଣସି କାର୍ଯ୍ୟ ହାସଲ ହେତୁ ଖୁସି ରହିବେ । କରିଥିବା କର୍ମ ପାଇଁ ପୁରସ୍କୃତ ହୋଇପାରନ୍ତି । ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ । ଖାଦ୍ୟ ପ୍ରତି ସଜାଗ ରୁହନ୍ତୁ ।

ରୋହିଣୀ- ରାଜନୀତିରେ ପ୍ରତିଯୋଗିତା ଅଧିକ ସଂଘର୍ଷ ପୂର୍ଣ୍ଣ ହେବ । ବାଲ୍ୟ ବନ୍ଧୁଙ୍କ ସହିତ ଦେଖା ହୋଇ ଅଧିକ ଖୁସି ଅନୁଭବ କରିବେ । କର୍ମ କ୍ଷେତ୍ରରେ ସାମାନ୍ୟ ଉନ୍ନତି ରହିଛି ।

ମୃଗଶିରା-ଯାନବାହାନ ଚାଳନାରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡିବ । କର୍ମକ୍ଷେତ୍ରରେ ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବ।

ପ୍ରତିକାର – ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :