• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୯ ରବିବାର। ଚନ୍ଦ୍ର- ମିଥୁନ ଦିବା ୦୨-୦୮ ଗତେ କର୍କଟ। ତିଥି- ୩ୟା ଦିବା ୦୩.୪୪ ଗତେ ୪ର୍ଥୀ। ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୦୨.୦୮ପର୍ଯ୍ୟନ୍ତ। ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ରାତ୍ରି ୦୮.୨୧ ଗତେ ୦୧ ପାଦ-କୃଷିହାନି-ଭୂମିଦାନ।

Aquarius

କୁମ୍ଭ

Sunday 09 Jun 2024

ଧନିଷ୍ଠା- ଘରେ ଅନେକ ସମୟରେ ଅଶନ୍ତି ଲାଗିରହିବ । ଆର୍ଥିକ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଘଟିବ । ଚାଲୁ ରହିଥିବା କୌଣସି ବ୍ୟବସାୟକୁ ବନ୍ଦ କରିବାକୁ ଚେଷ୍ଟା କରିବେ । ପିଲାମାନଙ୍କର ଅବାଧ୍ୟତା ଆପଣଙ୍କୁ ବ୍ୟଥିତ କରିବ ।

ଶତଭିଷା- ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ସତର୍କ ନ ରହିଲେ ପରିସ୍ଥିତି ବଦଳି ଯାଇପାରେ । ବେଖାତିର ମନୋଭାବ ହେତୁ ଉପର ଅଧିକାରୀ ରାଗି ପାରନ୍ତି । ରାଜନୀତିରେ ଶତ୍ରୁମାନେ ବେଖାତିର କରିବେ ।

ପୂ,ଭାଦ୍ରପଦ- କୌଣସି ନିକଟ ସମ୍ପର୍କୀୟଙ୍କ ସମ୍ପତ୍ତି କମ୍ ମୂଲ୍ୟରେ ପାଇପାରନ୍ତି । ପାରମ୍ପରିକ ପୋଷାକ ପ୍ରତି ଆଗ୍ରହ ପ୍ରକାଶ କରିବେ । ସଙ୍ଗୀତ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ ।

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :