• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୯ ରବିବାର। ଚନ୍ଦ୍ର- ମିଥୁନ ଦିବା ୦୨-୦୮ ଗତେ କର୍କଟ। ତିଥି- ୩ୟା ଦିବା ୦୩.୪୪ ଗତେ ୪ର୍ଥୀ। ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୦୨.୦୮ପର୍ଯ୍ୟନ୍ତ। ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ରାତ୍ରି ୦୮.୨୧ ଗତେ ୦୧ ପାଦ-କୃଷିହାନି-ଭୂମିଦାନ।

Pisces

ମୀନ

Sunday 09 Jun 2024

ପୂ,ଭାଦ୍ରପଦ-ଧନର ଆଗମନ ହୋଇପାରେ । କୌଣସି ନୂତନ ବ୍ୟବସାୟ କରିବାକୁ ଚାହୁଁଥିଲେ ସେଥିରେ ବିଜୟ ହେବେ । ନୂତନ କର୍ମ ଅରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ ।

ଉ,ଭାଦ୍ରପଦ- ରାଜନୀତି କ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହୋଇ ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା କରିବେ । ଚତୁରତା ହେତୁ ବିଗିଡିଥିବା କର୍ମକୁ ସଜାଡି ପାରିବେ । ବିଦ୍ୟାରେ ଉନ୍ନତି କରିବେ ।

ରେବତୀ- ସାମାଜିକସ୍ତରରେ ଜନମଙ୍ଗଳ କାର‌୍ୟ୍ୟରେ ନିଜକୁ ନିୟୋଜିତ କରିପାରନ୍ତି । ଜମିଜମା, ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ।

ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :