• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୯ ରବିବାର। ଚନ୍ଦ୍ର- ମିଥୁନ ଦିବା ୦୨-୦୮ ଗତେ କର୍କଟ। ତିଥି- ୩ୟା ଦିବା ୦୩.୪୪ ଗତେ ୪ର୍ଥୀ। ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୦୨.୦୮ପର୍ଯ୍ୟନ୍ତ। ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ରାତ୍ରି ୦୮.୨୧ ଗତେ ୦୧ ପାଦ-କୃଷିହାନି-ଭୂମିଦାନ।

Gemini

ମିଥୁନ

Sunday 09 Jun 2024

ମୃଗଶିରା- ବାକି ପଡିଥିବା ଅର୍ଥକୁ ପାଇବେ । ନିଜର ଖର୍ଚ୍ଚକୁ ନିୟନ୍ତ୍ରଣରେ ରଖିବେ । କର୍ମ କ୍ଷେତ୍ରରେ ନିଜର ମାନ ସମ୍ମାନ ବୃଦ୍ଧି ପାଇବ । ପ୍ରେମିକାପ୍ରେମିକମାନେ ନିକଟତର ହୋଇପାରନ୍ତି ।

ଆଦ୍ରା- ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ଲାଭ କରିବା ପାଇଁ ବିଦେଶଗସ୍ତ କରିପାରନ୍ତି । ପୁରୁଣା ବନ୍ଧୁଙ୍କ ସହିତ ସମ୍ପର୍କ ଅଧିକ ଘନିଷ୍ଠ ହେବ । ନିଜର ମନ ପସନ୍ଦର ଖାଦ୍ୟ ଖାଇବେ ।

ପୁନର୍ବସୁ- ଆଶଙ୍କା ଦୂର ହୋଇଯିବ ଓ ସାମାଜିକ ସମ୍ମାନ ଲାଭ କରିବେ । ସଙ୍ଗଠନ କିମ୍ବା ନିର୍ମାଣ ଓ ପରିବହନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ଖୁସି ଅନୁଭବ କରିବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :