• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୯ ରବିବାର। ଚନ୍ଦ୍ର- ମିଥୁନ ଦିବା ୦୨-୦୮ ଗତେ କର୍କଟ। ତିଥି- ୩ୟା ଦିବା ୦୩.୪୪ ଗତେ ୪ର୍ଥୀ। ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୦୨.୦୮ପର୍ଯ୍ୟନ୍ତ। ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ରାତ୍ରି ୦୮.୨୧ ଗତେ ୦୧ ପାଦ-କୃଷିହାନି-ଭୂମିଦାନ।

Virgo

କନ୍ୟା

Sunday 09 Jun 2024

ଉ,ଫଳଗୁନି- ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟରେ ଯୋଗଦେବେ । କର୍ମ କ୍ଷେତ୍ରରେ ସହଭାଗୀମାନଙ୍କ ସହ ଖୁସିରେ କାମ କରିବେ । ବ୍ୟବସାୟରେ ବାକି ପଡିଥିବା ଅର୍ଥ ପାଇବେ ।

ହସ୍ତା- କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀ କୃପା ପ୍ରାପ୍ତି ହେବ । ବନ୍ଧୁଙ୍କ ସହ ମନାନ୍ତରଜନିତ ମାନସିକ ଅଶାନ୍ତିର ଆଶଙ୍କା ମଧ୍ୟ ରହିଛି।

ଚିତ୍ରା- ମହିଳାମାନେ ସ୍ୱାବଲମ୍ବୀ ହେବେ । ଭାଇ ଭଉଣୀଙ୍କ ସହିତ ସମ୍ପର୍କ ସୁଧାର ଆସିବ । ନିଜର ଜମିବାଡି ବିକ୍ରୟ କରି ପାଇଥିବା ଅର୍ଥକୁ ଅନ୍ୟ କୌଣସି ସଂସ୍ଥାରେ ନିବେଶ କରିପାରନ୍ତି ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :