• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୯ ରବିବାର। ଚନ୍ଦ୍ର- ମିଥୁନ ଦିବା ୦୨-୦୮ ଗତେ କର୍କଟ। ତିଥି- ୩ୟା ଦିବା ୦୩.୪୪ ଗତେ ୪ର୍ଥୀ। ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୦୨.୦୮ପର୍ଯ୍ୟନ୍ତ। ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ରାତ୍ରି ୦୮.୨୧ ଗତେ ୦୧ ପାଦ-କୃଷିହାନି-ଭୂମିଦାନ।

Libra

ତୁଳା

Sunday 09 Jun 2024

ଚିତ୍ରା- ଘରେ କୌଣସି ଶୁଭ କାର୍ଯ୍ୟ ବା ମାଙ୍ଗଳିକ କାର୍ଯ୍ୟ କରିପାରନ୍ତି । କରିଥିବା ଉଚ୍ଚ ଆଶା ପୂରଣ ନ ହୋଇପାରେ । ଧର୍ମ ମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି ।

ସ୍ୱାତୀ- ସ୍ବାସ୍ଥ୍ୟ ସମସ୍ୟା ପ୍ରାୟତଃ ସୁଧୁରିଯିବ । ପଡୋଶୀଙ୍କ ସହାୟତାରେ କୌଶଳର ସହ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଅଟକି ରହିଥିବା କାମଗୁଡିକ ସହକର୍ମୀଙ୍କ ବଦାନ୍ୟତାରୁ ହୋଇଯିବ ।

ବିଶାଖା- ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର‌୍ୟ୍ୟ ସାଧନ କରିବେ। ଶୁଣା ଖବରକୁ ବିଶ୍ୱାସ କରି ହଠାତ୍ ଯାତ୍ରା କରିବାକୁ ପଡ଼ିପାରେ ।

ପ୍ରତିକାର – ଶ୍ରୀ କମଳାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :