• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୯ ରବିବାର। ଚନ୍ଦ୍ର- ମିଥୁନ ଦିବା ୦୨-୦୮ ଗତେ କର୍କଟ। ତିଥି- ୩ୟା ଦିବା ୦୩.୪୪ ଗତେ ୪ର୍ଥୀ। ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୦୨.୦୮ପର୍ଯ୍ୟନ୍ତ। ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ରାତ୍ରି ୦୮.୨୧ ଗତେ ୦୧ ପାଦ-କୃଷିହାନି-ଭୂମିଦାନ।

Scorpio

ବିଛା

Sunday 09 Jun 2024

ବିଶାଖା- ପରିବାରର ଖର୍ଚ୍ଚ ପରିମାଣ ଦ୍ୱିଗୁଣା ହୋଇପାରେ । ଘରର ବିଭିନ୍ନ ସମସ୍ୟା ସମ୍ପର୍କରେ ସ୍ତ୍ରୀଙ୍କ ସହ ଆଲୋଚନା କରିବେ। ପୁରାତନ ରୋଗରୁ ଉପସମ ପାଇବେ ।

ଅନୁରାଧା-ସାମାଜିକ ସ୍ତରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ସତ୍ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ; କିନ୍ତୁ ହୁଏତ ଆପଣ ତାହାକୁ ଅସ୍ବୀକାର କରି ଦେଇପାରନ୍ତି। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।

ଜ୍ୟେଷ୍ଠା- ପରିବହନରେ ସମସ୍ୟା ଦେଖାଦେବା କାରଣରୁ ବ୍ୟସ୍ତ ହୋଇପାରନ୍ତି । ନୂତନ ଜାଗା ଜମି କ୍ରୟ କରିପାରନ୍ତି । ଧାର୍ମିକ କାର୍ଯ୍ୟରେ ମନ ଲାଗିବ ।

ପ୍ରତିକାର – ସିନ୍ଦୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :