• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୯ ରବିବାର। ଚନ୍ଦ୍ର- ମିଥୁନ ଦିବା ୦୨-୦୮ ଗତେ କର୍କଟ। ତିଥି- ୩ୟା ଦିବା ୦୩.୪୪ ଗତେ ୪ର୍ଥୀ। ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୦୨.୦୮ପର୍ଯ୍ୟନ୍ତ। ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ରାତ୍ରି ୦୮.୨୧ ଗତେ ୦୧ ପାଦ-କୃଷିହାନି-ଭୂମିଦାନ।

Sagittarius

ଧନୁ

Sunday 09 Jun 2024

ମୂଳା-ପରିବାରରେ ସୁଖ ଶାନ୍ତି ରାଜୁତି କରିବ, କିନ୍ତୁ ଏଥିପାଇଁ କିଛିଟା ସ୍ବାର୍ଥତ୍ୟାଗ ଜରୁରୀ ହୋଇପାରେ । ବନ୍ଧୁମାନଙ୍କୁ ଆପଣେଇ ନେଇ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ପରିଜନ ସହିତ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାର ସମ୍ଭାବନା ରହିଛି।

ପୂ,ଷାଢା- ପିଲାଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ । ଅର୍ଥ ପ୍ରଲୋଭନ ମାଧ୍ୟମରେ କାମ ହାସଲ କରିବେ । ରାଜନୀତିରେ କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ ।

ଉ,ଷାଢା-ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଇଁ ଚେଷ୍ଟା କରିବେ ।

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :