• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୯ ରବିବାର। ଚନ୍ଦ୍ର- ମିଥୁନ ଦିବା ୦୨-୦୮ ଗତେ କର୍କଟ। ତିଥି- ୩ୟା ଦିବା ୦୩.୪୪ ଗତେ ୪ର୍ଥୀ। ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୦୨.୦୮ପର୍ଯ୍ୟନ୍ତ। ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ରାତ୍ରି ୦୮.୨୧ ଗତେ ୦୧ ପାଦ-କୃଷିହାନି-ଭୂମିଦାନ।

Capricorn

ମକର

Sunday 09 Jun 2024

ଉ,ଷାଢା- ପାରିବାରିକ କ୍ଷେତ୍ରରେ ଛୋଟ ଛୋଟ କଥାକୁ ଧରି ବସିଲେ ଅଶାନ୍ତିର ମାତ୍ରା ବଢିଯାଇପାରେ । କର୍ମକ୍ଷେତ୍ରରେ ଦୃଢ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ । ବନ୍ଧୁଙ୍କ ଜରିଆରେ ସକାଳୁ ସକାଳୁ ଶୁଭ ଖବର ପାଇ ମନ ଖୁସି ହୋଇଯିବ।

ଶ୍ରବଣା- କର୍ମ କ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଦେଖାଦେଇପାରେ । ଛାତ୍ରଛାତ୍ରୀ ମାନେ ପାଠପଢା ପ୍ରତି ଅଧିକ ଧ୍ୟାନ ଦେବେ । ନିଜ ପାଇଁ ମୂଲ୍ୟବାନ୍ ବାଦ୍ୟଯନ୍ତ୍ର କିଣିପାରନ୍ତି ।

ଧନିଷ୍ଠା-ଆଧ୍ୟାତ୍ମିକ ଦିଗରେ ଅଧିକ ସମୟ ମନୋନିବେଷ କରିବେ । ବିବାହ ଆଶାୟୀ ଯୁବକଯୁବତୀ ମାନେ ବିବାହ ବନ୍ଧନରେ ଆବଦ୍ଧ ହୋଇପାରନ୍ତି । କିଛି ମୂଲ୍ୟବାନ ଅଳଙ୍କାର କ୍ରୟ କରିପାରନ୍ତି ।

ପ୍ରତିକାର – ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :