• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Mar 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଭ୍ରମଣ ଯୋଗ ରହିଛି

ସୈାର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୯ ତାରିଖ ଶନିବାର,ଚନ୍ଦ୍ର- କୁମ୍ଭ ଅହୋରାତ୍ର ,ତିôଥ- ୧୪ଶୀ ସନ୍ଧ୍ୟା ୦୬.୧୮ ଗତେ ଅମାବାସ୍ୟା ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ।

Aries

ମେଷ

Saturday 09 Mar 2024

ଅଶ୍ୱନୀ- ଆୟ ଖୁବ୍ ଭଲ ହେବ ଓ ବ୍ୟୟ ସାମାନ୍ୟ ବଢିବ । ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । ପାରିବାରିକ ଜୀବନ ହସଉଲା୍ଲସରେ କଟିବ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ ।

ଦ୍ୱିଜା- ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । ରାଜନୀତିରେ ମନକାମନା ପୂରଣ ହେବ । ଆଇନ ଛାତ୍ର ମାନେ ସମୟର ସଦୁପଯୋଗ କରନ୍ତୁ । 

କୃତିକା- ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :