• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Mar 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଭ୍ରମଣ ଯୋଗ ରହିଛି

ସୈାର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୯ ତାରିଖ ଶନିବାର,ଚନ୍ଦ୍ର- କୁମ୍ଭ ଅହୋରାତ୍ର ,ତିôଥ- ୧୪ଶୀ ସନ୍ଧ୍ୟା ୦୬.୧୮ ଗତେ ଅମାବାସ୍ୟା ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ।

Taurus

ବୃଷ

Saturday 09 Mar 2024

କୃତିକା- ପ୍ରିୟ ଲୋକଙ୍କୁ ନିକଟରେ ପାଇ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ବିଶ୍ୱାସୀ ଲୋକ ମାନେ ଧୋକା ଦେଇପାରନ୍ତି । କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସଫଳତା ପ୍ରାପ୍ତି ହେବ ।

ରୋହିଣୀ- ରାଜନୈତିକ ସମର୍ଥନ ପାଇବେ । ପଢାପଢିରେ ଶୁଭଫଳ ମିଳିବ । କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ ।

ମୃଗଶିରା- ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ଜମିକୁ ନେଇ ଭାଇ ବିରୋଧୀ ହୋଇପାରନ୍ତି ।

ପ୍ରତିକାର – ମାଆ ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :