• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Mar 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଭ୍ରମଣ ଯୋଗ ରହିଛି

ସୈାର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୯ ତାରିଖ ଶନିବାର,ଚନ୍ଦ୍ର- କୁମ୍ଭ ଅହୋରାତ୍ର ,ତିôଥ- ୧୪ଶୀ ସନ୍ଧ୍ୟା ୦୬.୧୮ ଗତେ ଅମାବାସ୍ୟା ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ।

Virgo

କନ୍ୟା

Saturday 09 Mar 2024

ଉ,ଫଳଗୁନି- ପ୍ରେମକୁ ନେଇ ସୃଷ୍ଟି ହୋଇଥିବା ସନ୍ଦେହ ଦୂର ହେବ । କାମକୁ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଓ ତହିଁରେ ଲାଭ ମିଳିବ । ଶାରୀରିକ ପିଡା ଭୋଗ କରି ପାରନ୍ତି । ଘର ସଜାଇବାରେ ଧ୍ୟାନ ଦେବେ ।

ହସ୍ତା- ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । ଭଲ ବୁଝାମଣା ହେତୁ ପରିବାରରେ ସୁଖଶାନ୍ତି ରାଜୁତି କରିବ ।

ଚିତ୍ରା- ସଭାସମିତିରେ ସମ୍ମାନ ପ୍ରାପ୍ତି ଘଟିବ । ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡା ଓ ସାମ୍ବାଦିକତାରେ ଉଚ୍ଚ ପ୍ରଶଂସିତ ହେବେ ।

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :