• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Mar 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଭ୍ରମଣ ଯୋଗ ରହିଛି

ସୈାର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୯ ତାରିଖ ଶନିବାର,ଚନ୍ଦ୍ର- କୁମ୍ଭ ଅହୋରାତ୍ର ,ତିôଥ- ୧୪ଶୀ ସନ୍ଧ୍ୟା ୦୬.୧୮ ଗତେ ଅମାବାସ୍ୟା ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ।

Gemini

ମିଥୁନ

Saturday 09 Mar 2024

ମୃଗଶିରା- କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । ପାରିବାରିକ ସହଯୋଗ ମିଳିବା ଦ୍ୱାରା ଧନ ଲାଭର ସୁଯୋଗ ଆସିବ । ମନ ଭୁଲାଣିୟା କଥା କହି ସହକର୍ମୀଙ୍କ ଦ୍ୱାରା କାମଟି କରାଇ ନେବେ

ଆଦ୍ରା- ଛାତ୍ରଛାତ୍ରୀ ମାନେ ଉତ୍ତମ ଫଳ ପ୍ରଦର୍ଶନ କରିବେ । କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି । ମାଲିକଙ୍କ ସହିତ ଘରଭଡାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ ।

ପୁନର୍ବସୁ- ପୌତୃକ ସମ୍ପତିକୁ ନେଇ ଭାଗ ଦେଖାଦେବ । ବହୁ ଦିନର ସ୍ୱପ୍ନ ସାକାର ହେବ । ଆପଣଙ୍କର ଧ୍ୟାନ ଧାର୍ମୀକ କାର୍ଯ୍ୟରେ ଲାଗି ରହିବ । ସନ୍ତାନର ସଫଳତା ଯୋଗୁଁ ଖୁସିର ପରିବେଶ ରହିବ

ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :