• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Mar 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଭ୍ରମଣ ଯୋଗ ରହିଛି

ସୈାର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୯ ତାରିଖ ଶନିବାର,ଚନ୍ଦ୍ର- କୁମ୍ଭ ଅହୋରାତ୍ର ,ତିôଥ- ୧୪ଶୀ ସନ୍ଧ୍ୟା ୦୬.୧୮ ଗତେ ଅମାବାସ୍ୟା ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ।

Cancer

କର୍କଟ

Saturday 09 Mar 2024

ପୁନର୍ବସୁ- ବ୍ୟବସାୟରେ ଉନ୍ନତି କରିବେ । ସକାରତ୍ମକ ଭାବନା ଘେନି ଆଗକୁ ବଢିବେ । ବ୍ୟବସାୟୀଙ୍କୁ ଲାଭ ମିଳିବ । ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ

ପୁଷ୍ୟା- ପରିବାରର ସମ୍ପର୍କୀୟଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଧୀରସ୍ଥିର ମନଦେଇ କାମ କଲେ ସମସ୍ୟାର ସରଳ ସମାଧାନ ହେବ ।

ଅଶ୍ଲେଷା- ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଅଫିସରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡିବ । ନୂତନ ଯାନବାହନ କ୍ରୟ କରିବା ସକାଶେ ମନ ବଳାଇ ପାରନ୍ତି ।

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :