ସୈାର କୁମ୍ଭମାସ ଫାଲ୍ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୯ ତାରିଖ ଶନିବାର,ଚନ୍ଦ୍ର- କୁମ୍ଭ ଅହୋରାତ୍ର ,ତିôଥ- ୧୪ଶୀ ସନ୍ଧ୍ୟା ୦୬.୧୮ ଗତେ ଅମାବାସ୍ୟା ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ।
ମଘା- ଦେହ ଖରାପରୁ ଉପଶମ ମିଳିବ । ପାରିବାରିକ ଜୀବନ ଶାନ୍ତିମୟ ହେବ । ଅଫିସରେ ଆପଣଙ୍କୁ ଅଧିକ ସମୟ କାମ କରିବାକୁ ପଡିବ । ପ୍ରେମ ସମ୍ପର୍କ ମଧୁରମୟ ରହିବ
ପୂ,ଫାଲଗୁନି- ରାଜନିତିରେ ଦୁର୍ବଳ ରହିବେ । ବିଦ୍ୟାର୍ଥୀ ମାନେ ପଢାରେ ମନନିବେଶ କରିବେ । ଚାକିରିରେ ପଦୋନ୍ନତି ମିଳିପାରେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ ।
ଉ,ଫାଲଗୁନି- ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ମାଲିମକନ୍ଦମାରେ ସଫଳତା ହାସଲ କରିବେ । ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧