• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Mar 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଭ୍ରମଣ ଯୋଗ ରହିଛି

ସୈାର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୯ ତାରିଖ ଶନିବାର,ଚନ୍ଦ୍ର- କୁମ୍ଭ ଅହୋରାତ୍ର ,ତିôଥ- ୧୪ଶୀ ସନ୍ଧ୍ୟା ୦୬.୧୮ ଗତେ ଅମାବାସ୍ୟା ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ।

Scorpio

ବିଛା

Saturday 09 Mar 2024

ଚିତ୍ରା- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ ।

ସ୍ୱାତୀ- କ୍ୟାରିୟରରେ ସଫଳତା ମିଳିବ । ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ ହେବ । ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିପାରନ୍ତି । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ ।

ବିଶାଖା- ଅଫିସରେ ଅବହେଳିତ କାମ ପାଇଁ ଅନୁତାପ କରିବାକୁ ପଡିପାରେ । ସାମାଜିକ ସ୍ତରରେ ଖଳ ଲୋକମାନଙ୍କର କାନ କୁହା କଥା ଶୁଣନ୍ତୁ ନାହିଁ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :