• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Mar 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଭ୍ରମଣ ଯୋଗ ରହିଛି

ସୈାର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୯ ତାରିଖ ଶନିବାର,ଚନ୍ଦ୍ର- କୁମ୍ଭ ଅହୋରାତ୍ର ,ତିôଥ- ୧୪ଶୀ ସନ୍ଧ୍ୟା ୦୬.୧୮ ଗତେ ଅମାବାସ୍ୟା ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ।

Sagittarius

ଧନୁ

Saturday 09 Mar 2024

ମୂଳା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବନ୍ଧୁଙ୍କ ପରାମର୍ଶରେ କିଛି ନୂତନ  କାମ ଆରମ୍ଭ କରିବେ । ବ୍ୟବସାୟରେ ଦୂର ସ୍ଥାନକୁ ଯାତ୍ରା କରିବେ । ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ ।

ପୂ,ଷାଢା- ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନୀତ କରିବେ । ମନ ପ୍ରଫୁଲୀତ ରହିବ, ପଢାପଢିରେ ସର୍ମ୍ପୂର୍ଣ୍ଣ ଅବହେଳା ଘଟିବ ଓ ପଛେଇଯିବ ମହିଳା ମାନେ ପୂଜାପାଠରେ ମନ ଲଗାଇବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ ।

ଉ,ଷାଢା- ଆଇନ ର ଦ୍ୱାରସ୍ଥ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବେ । ଆପଣଙ୍କ ପାଖକୁ ଧନଲାଭ ହେବା ଭଳି କାମ ଆସିବ

ପ୍ରତିକାର – ଶ୍ରୀ ରାମଙ୍କ ବୀଜ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :