• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th March 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଗୁରୁବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୨ୟା ରାତ୍ରି ୦୮.୫୪ ଗତେ ୩ୟା । ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର- ତୁଳା କୁମ୍ଭ,ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନ ଦାନ ରାତ୍ରି ୦୮.୫୪ ପର୍ଯ୍ୟନ୍ତ ।

Taurus

ବୃଷ

Thursday 09 Mar 2023

କୃତିକା - ସ୍ୱାସ୍ଥ୍ୟ ସମସ୍ୟାକୁ ଅବହେଳା କରିବା ପାଇଁ ବାଧ୍ୟ ହୋଇପଡିବେ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ ।

ରୋହିଣୀ – ସମ୍ପର୍କୀୟ ବନ୍ଧୁଙ୍କ ସାହାର‌୍ୟ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ପରିବାରରେ ନୂତନ ସଦର୍ଶଙ୍କର ଆଗମନ ହୋଇପାରେ ।

ମୃଗଶିରା – ନିର୍ଭରଯୋଗ୍ୟ ସୁତ୍ରରୁ କିଛି ଅର୍ଥ ପାଇବେ, ଯାହା ଆପଣଙ୍କର ଆର୍ଥିକ ଅସୁବିଧାକୁ ଦୂର କରିପାରେ । ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ ।

ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :