• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th March 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଗୁରୁବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୨ୟା ରାତ୍ରି ୦୮.୫୪ ଗତେ ୩ୟା । ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର- ତୁଳା କୁମ୍ଭ,ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନ ଦାନ ରାତ୍ରି ୦୮.୫୪ ପର୍ଯ୍ୟନ୍ତ ।

Virgo

କନ୍ୟା

Thursday 09 Mar 2023

ଉ , ଫାଲଗୁନୀ – ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । କାର‌୍ୟ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ ।

ହସ୍ତା – ପରିବାର ସଦସ୍ୟଙ୍କ ସହିତ ଏକ ତୀର୍ଥ ସ୍ଥାନକୁ ବୁଲିବା ପାଇଁ ଯିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ। ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଚାକିରିରେ ଅପଦସ୍ତ ହୋଇପାରନ୍ତି ।

ଚିତ୍ରା – ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବ

ପ୍ରତିକାର - ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :