• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th March 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଗୁରୁବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୨ୟା ରାତ୍ରି ୦୮.୫୪ ଗତେ ୩ୟା । ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର- ତୁଳା କୁମ୍ଭ,ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନ ଦାନ ରାତ୍ରି ୦୮.୫୪ ପର୍ଯ୍ୟନ୍ତ ।

Libra

ତୁଳା

Thursday 09 Mar 2023

ଚିତ୍ରା – ହଜମ ଜନୀତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ । ବିଦେଶରେ ଥିବା ସପଂର୍କୀୟଙ୍କ ସହିତ କଥା ହେବା ପାଇଁ ସୁଯୋଗ ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ ।

ସ୍ୱାତୀ – ପାରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ସହିତ ଭାତୃ ସଂପର୍କରେ ଉନ୍ନତି ଘଟିବ । ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି

ବିଶାଖା – ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ

ପ୍ରତିକାର – ଶିବଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :