• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th March 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଗୁରୁବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୨ୟା ରାତ୍ରି ୦୮.୫୪ ଗତେ ୩ୟା । ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର- ତୁଳା କୁମ୍ଭ,ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନ ଦାନ ରାତ୍ରି ୦୮.୫୪ ପର୍ଯ୍ୟନ୍ତ ।

Scorpio

ବିଛା

Thursday 09 Mar 2023

ବିଶାଖା – ଅନ୍ୟ କୈାଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି । ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ

ଅନୁରାଧା – ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ହେବାରେ ସମୟ ଲାଗିପାରେ । ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ ।

ଜ୍ୟେଷ୍ଠା – ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ ।

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :