• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th March 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଗୁରୁବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୨ୟା ରାତ୍ରି ୦୮.୫୪ ଗତେ ୩ୟା । ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର- ତୁଳା କୁମ୍ଭ,ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନ ଦାନ ରାତ୍ରି ୦୮.୫୪ ପର୍ଯ୍ୟନ୍ତ ।

Sagittarius

ଧନୁ

Thursday 09 Mar 2023

ମୂଳା – ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ପିତାମାତାଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ

ପୂ , ଷାଢା – ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ

ଉ , ଷାଢା – ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ

ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :