• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th March 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଗୁରୁବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୨ୟା ରାତ୍ରି ୦୮.୫୪ ଗତେ ୩ୟା । ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର- ତୁଳା କୁମ୍ଭ,ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନ ଦାନ ରାତ୍ରି ୦୮.୫୪ ପର୍ଯ୍ୟନ୍ତ ।

Capricorn

ମକର

Thursday 09 Mar 2023

ଉ , ଷାଢା - ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର‌୍ୟ୍ୟ କରିପାରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ । ଚାକିରି କ୍ଷେତ୍ରରେ ବୃଦ୍ଧି ବିଦ୍ୟାର ଉତମ ପ୍ରୟୋଗ କରି କାର‌୍ୟ୍ୟରେ ସଫଳତା ପାଇବେ

ଶ୍ରବଣା – କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି

ଧନିଷ୍ଠା – ଛାତ୍ରଛାତ୍ରୀମାନଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡ଼ିବ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ ।

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :