ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ ।
କୃତିକା- ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ଖୁସି ରହିବ ନାହିଁ। କର୍ମକ୍ଷେତ୍ରରେ ଆପଣଙ୍କ ଭୁଲ୍ ନିଷ୍ପତ୍ତି ଏକତରଫା ହୋଇଯାଇପାରେ । ବ୍ୟବସାୟ ଲାଗି ଯାତ୍ରାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
ରୋହିଣୀ- ରାଜନିତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ । ସାମାଜିକ ମିଳାମିଶା ବଢିବ ।
ମୃଗଶିରା- ମହିଳା ମାନଙ୍କୁ ବନ୍ଧୁଙ୍କ ସହଯୋଗ ମିଳିବ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । କୈାଣସି କାମରେ ଯଥେଷ୍ଟ ଲାଭ ହେବ । ପ୍ରେମ ଜୀବନ ଭଲ ରହିବ
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬