ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ ।
ମୃଗଶିରା- ସ୍ୱାସ୍ଥ୍ୟ ଭଲ ରହିବ । ଯେଉଁ କାମ କରିବେ ସେଥିରେ ସଫଳତା ହାସଲ କରିବେ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ
ଆଦ୍ରା- କର୍ମକ୍ଷେତ୍ରରେ ଯେଉଁ କାର୍ୟ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ୟ୍ୟହରା ନ ହୋଇ କାର୍ୟ୍ୟ କଲେ ଉପକୃତ ହେବେ । ପିଲାମାନେ ରୋଗାକ୍ରାନ୍ତ ହେବେ
ପୁନର୍ବସୁ- ମାଲିମକଦମାରେ ସାମାନ୍ୟ ଅଶାନ୍ତି ଆସିପାରେ । ବନ୍ଧୁମାନଙ୍କ ସହଯୋଗ ହେତୁ ସଫଳତା ହାସଲ କରିବେ। ମହିଳା ମାନେ ଧର୍ମପାରାୟଣ ରହିବେ
ପ୍ରତିକାର – ସକାଳୁ ଛୋଟ ପିଲାଙ୍କୁ କିଛି ପିଜୁଳି ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫