• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9h March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ ।

Leo

ସିଂହ

Sunday 09 Mar 2025

ମଘା- ସ୍ୱାସ୍ଥ୍ୟରେ ଅବନ୍ନତି ଘଟିପାରେ । କର୍ମକ୍ଷେତ୍ରରେ ବିଫଳତା ଦେଖା ଦେଇପାରେ । ହଠାତ କୈାଣସି ଖୁସି ଖବର ପାଇବେ

ପୂ,ଫାଲଗୁନି- ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ । ଅର୍ଜିତ ଧନ ଓ ମାନ ହରାଇବେ । ପିଲାମାନେ ସାଧାରଣ ଭାବେ ଉନ୍ନତି କରିବେ ।

ଉ,ଫାଲଗୁନି- କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ସନ୍ତାନଙ୍କ ଚିନ୍ତାରେ ରହିବେ

ପ୍ରତିକାର – ବିଷ୍ଣୁଙ୍କୁ ଲାଲ ମନ୍ଦାର ଦେଇ ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :