• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9h March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ ।

Scorpio

ବିଛା

Sunday 09 Mar 2025

ବିଶାଖା- ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ ।

ଅନୁରାଧା- ଛାତ୍ରଛାତ୍ରି ମାନେ ଉତମ ଫଳ ପ୍ରଦର୍ଶନ କରିବେ । କୌଣସି ବିଶେଷ ଖବର ମିଳିବାର ଯୋଗ ଅଛି । ବଡ କମ୍ପାନିରୁ ଚାକିରିର ଡାକରା ଆସିପାରେ ।

ଜ୍ୟେଷ୍ଠା- କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି ।ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । କର୍ମଚାରୀ ମାନଙ୍କୁ ଭରସା କଲେ କୈାଣସି ଅସୁବିଧା ହେବ ନାହିଁ

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :