Daily Horoscope 9h March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ ।

Aries

ମେଷ

Sunday 09 Mar 2025

ପୂ,ଭାଦ୍ରପଦ- ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ପୂର୍ବରୁ କରିଥିବା କାମରୁ ଲାଭ ମିଳିପାରେ

ଉ,ଭାଦ୍ରପଦ- ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ମୁରବୀ ଆପଣଙ୍କୁ କୈାଣସି ଭଲ ପରାମର୍ଶ ଦେଇ ପାରନ୍ତି ।

ରେବତୀ- ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :