• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th May 2023: ଏହି ରାଶିର ବ୍ୟକ୍ତି ଆଜି ଅଦାଲତରେ ସଫଳତା ହାସଲ କରିବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ମଙ୍ଗଳବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି – ୪ର୍ଥୀ ଦିବା ୦୪.୦୮ ଗତେ ୫ମୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Taurus

ବୃଷ

Tuesday 09 May 2023

କୃତିକା- ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥି ଲାଭ କରିବେ

ରୋହିଣୀ- ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ

ମୃଗଶିରା- ମହିଳା ମାନେ କଠିନ ପରିଶ୍ରମ କରିବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ । ଆପଣଙ୍କ ପିଲା ବ୍ୟବସାୟ କାମରେ ଆପଣଙ୍କୁ ସହଯୋଗ କରିବେ

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :