• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th May 2023: ଏହି ରାଶିର ବ୍ୟକ୍ତି ଆଜି ଅଦାଲତରେ ସଫଳତା ହାସଲ କରିବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ମଙ୍ଗଳବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି – ୪ର୍ଥୀ ଦିବା ୦୪.୦୮ ଗତେ ୫ମୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Pisces

ମୀନ

Tuesday 09 May 2023

ପୂ , ଭାଦ୍ରପଦ – କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ପ୍ରେମ ସମ୍ପର୍କ ଭଲ ରହିବ । କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ ।

ଉ , ଭଦ୍ରପଦ - ପ୍ରସାସନିକ କ୍ଷେତ୍ରରେ ସାହାର‌୍ୟ୍ୟ ପାଇବେ । ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । ଆଧାତ୍ମିକ ଦିଗ ପ୍ରତି ଆଗ୍ରହ ବଢିବ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ ।

ରେବତୀ – ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ । କୌଣସି କାର୍ଯ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି ।

ପ୍ରତିକାର – ଗରିବ ଲୋକଙ୍କୁ ସହାୟତା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :