• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th May 2023: ଏହି ରାଶିର ବ୍ୟକ୍ତି ଆଜି ଅଦାଲତରେ ସଫଳତା ହାସଲ କରିବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ମଙ୍ଗଳବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି – ୪ର୍ଥୀ ଦିବା ୦୪.୦୮ ଗତେ ୫ମୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Gemini

ମିଥୁନ

Tuesday 09 May 2023

ମୃଗଶିରା - ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ ।

ଆଦ୍ରା - ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।

ପୁନର୍ବସୁ - ଗମ୍ଭିରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ଭୂ-ସମ୍ପତି କିଣିବାର ଯୋଗ ରହିଛି । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର ସୁଯୋଗ ରହିଛି ।

ପ୍ରତିକାର – ମାଆ ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :