• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th May 2023: ଏହି ରାଶିର ବ୍ୟକ୍ତି ଆଜି ଅଦାଲତରେ ସଫଳତା ହାସଲ କରିବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ମଙ୍ଗଳବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି – ୪ର୍ଥୀ ଦିବା ୦୪.୦୮ ଗତେ ୫ମୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Cancer

କର୍କଟ

Tuesday 09 May 2023

ପୁନର୍ବସୁ- ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ ।

ପୁଷ୍ୟା- ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ

ଅଶ୍ଳେଷା- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି

ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :