• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th May 2023: ଏହି ରାଶିର ବ୍ୟକ୍ତି ଆଜି ଅଦାଲତରେ ସଫଳତା ହାସଲ କରିବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ମଙ୍ଗଳବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି – ୪ର୍ଥୀ ଦିବା ୦୪.୦୮ ଗତେ ୫ମୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Scorpio

ବିଛା

Tuesday 09 May 2023

ବିଶାଖା- ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆପଣ ନିଜପାଇଁ ସମୟ ବାହାର କରିପାରିବେ

ଅନୁରାଧା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି ।

ଜ୍ୟୋଷ୍ଠା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ

ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :