• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th May 2023: ଏହି ରାଶିର ବ୍ୟକ୍ତି ଆଜି ଅଦାଲତରେ ସଫଳତା ହାସଲ କରିବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ମଙ୍ଗଳବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି – ୪ର୍ଥୀ ଦିବା ୦୪.୦୮ ଗତେ ୫ମୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Sagittarius

ଧନୁ

Tuesday 09 May 2023

ମୂଳା – ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ ।

ପୂ , ଷାଢା – ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।

ଉ , ଷାଢା – ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର‌୍ୟ୍ୟ ପାଇବେ । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ ।

ପ୍ରତିକାର – ପ୍ରତିଦିନ ସକାଳୁ ସୂର‌୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :