• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th May 2023: ଏହି ରାଶିର ବ୍ୟକ୍ତି ଆଜି ଅଦାଲତରେ ସଫଳତା ହାସଲ କରିବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ମଙ୍ଗଳବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି – ୪ର୍ଥୀ ଦିବା ୦୪.୦୮ ଗତେ ୫ମୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Capricorn

ମକର

Tuesday 09 May 2023

ଉ, ଷାଢା- ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ଜୀବନସାଥୀ ଆପଣଙ୍କୁ ପ୍ରେମର ଅନୁଭବ ଦେବାକୁ ଚାହୁଁଛନ୍ତି।

ଶ୍ରବଣା- ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ରାଜନୈତିକ ସାହାର‌୍ୟ୍ୟର ସହଯୋଗ ମିଳିବ । ଉଚ୍ଚ ଶିକ୍ଷା ପାଇଁ ବିଦେଶା ଗତ ହୋଇ ପାରନ୍ତି ।

ଧନିଷ୍ଠା- ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟ ମାନଙ୍କୁ ଖୁସି ରଖିବ । ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :