• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Nov 2022: ଏହି ରାଶିର ବ୍ୟକ୍ତି ଆଜି ନୂଆ ଜମି କ୍ରୟ କରିପାରନ୍ତି . . .

ସୌର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ବୁଧବାର , ଚନ୍ଦ୍ର – ମେଷ ପ୍ରାତଃ ୦୭/୫୮ ଗତେ ବୃଷ । ତିଥି- ପ୍ରତିପଦ ସନ୍ଧ୍ୟା ୦୫/୧୭ ଗତେ ୨ୟା । ଘାତ ଚନ୍ଦ୍ର- ମେଷ ପ୍ରାତଃ ୦୭/୫୮ ଗତେ ବିଛା, କର୍କଟ ।

Aries

ମେଷ

Wednesday 09 Nov 2022

ଅଶ୍ୱନୀ –ବୁଦ୍ଧି ବିଦ୍ୟାର ଉପଯୁକ୍ତ ପ୍ରୟୋଗ କରି ଅନେକ କଷ୍ଟସାଧ୍ୟ କାମ କରିବେ । ପରିବାରରେ ଅନ୍ୟଙ୍କ ପାଇଁ ଚିନ୍ତା ବଢିବ । ଦେହ, ମନ ଭଲ ରହିବ ।

ଦ୍ୱିଜା – ଛାତ୍ରଛାତ୍ରୀ ମାନେ ପଢ଼ାରେ ଏକାଗ୍ରତା ରକ୍ଷା କରି କୃତକାର୍ଯ୍ୟ ହେବେ । ରାଜନୀତିରେ ବଡ଼ ଦାୟିତ୍ୱ ତୁଲାଇବାର ସମ୍ଭାବନା ରହିଛି ।

କୃତିକା – ନୂଆ ଜମି କ୍ରୟ କରିବେ । ଗୃହିଣୀ ମାନେ ନିଜର କର୍ତ୍ତବ୍ୟ ସୁଚାରୁରୂପେ ନିର୍ବାହ କରିବେ ।

 ପ୍ରତିକାର - ଗୋ ମାତାଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :