• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Nov 2022: ଏହି ରାଶିର ବ୍ୟକ୍ତି ଆଜି ନୂଆ ଜମି କ୍ରୟ କରିପାରନ୍ତି . . .

ସୌର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ବୁଧବାର , ଚନ୍ଦ୍ର – ମେଷ ପ୍ରାତଃ ୦୭/୫୮ ଗତେ ବୃଷ । ତିଥି- ପ୍ରତିପଦ ସନ୍ଧ୍ୟା ୦୫/୧୭ ଗତେ ୨ୟା । ଘାତ ଚନ୍ଦ୍ର- ମେଷ ପ୍ରାତଃ ୦୭/୫୮ ଗତେ ବିଛା, କର୍କଟ ।

Taurus

ବୃଷ

Wednesday 09 Nov 2022

କୃତିକା - ବ୍ୟବସାୟର ପଥ ସୁଗମ ହେବ । ସଂସାରିକ ଜୀବନ ଖୁବ ଭଲ ରହିବ । ପ୍ରେମ ସମ୍ପର୍କ ମଧୁର ରହିବ ।

ରୋହିଣୀ – ଚାକିରୀ ଆଦି କର୍ମକ୍ଷେତ୍ରରେ ଅପମାନିତ ହୋଇପାରନ୍ତି । ପିଲାମାନେ ପରିଶ୍ରମୀ ହେବେ॥

ମୃଗଶିରା – ଜମି ମାମଲା ତୁଟି ଯିବ । ମହିଳା ମାନେ ସୁଗୁଣା ହେବେ ।

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :