• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Nov 2022: ଏହି ରାଶିର ବ୍ୟକ୍ତି ଆଜି ନୂଆ ଜମି କ୍ରୟ କରିପାରନ୍ତି . . .

ସୌର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ବୁଧବାର , ଚନ୍ଦ୍ର – ମେଷ ପ୍ରାତଃ ୦୭/୫୮ ଗତେ ବୃଷ । ତିଥି- ପ୍ରତିପଦ ସନ୍ଧ୍ୟା ୦୫/୧୭ ଗତେ ୨ୟା । ଘାତ ଚନ୍ଦ୍ର- ମେଷ ପ୍ରାତଃ ୦୭/୫୮ ଗତେ ବିଛା, କର୍କଟ ।

Aquarius

କୁମ୍ଭ

Wednesday 09 Nov 2022

ଧନିଷ୍ଠା – ସ୍ୱାସ୍ଥ୍ୟରେ ଅବନ୍ନତି ଘଟିପାରେ । କର୍ମକ୍ଷେତ୍ରରେ ବିଫଳତା ଦେଖା ଦେଇପାରେ । ହଠାତ କୌଣସି ଖୁସି ଖବର ପାଇପାରନ୍ତି । 

ଶତଭିଷା –ବ୍ୟବସାୟରେ ଆୟ ବୃଦ୍ଧି କରିବେ । ପିଲାମାନେ କୃତିତ୍ୱ ଅର୍ଜନ କରିବେ । 

ପୂ , ଭାଦ୍ରପଦ – ଭୂମି ସମନ୍ଧୀୟ ବିବାଦ ସୃଷ୍ଟି ହୋଇପାରେ । ମହିଳା ମାନେ ଦର୍ଶନାଭିଳାଷୀ ହେବେ । 

ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :