• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Nov 2022: ଏହି ରାଶିର ବ୍ୟକ୍ତି ଆଜି ନୂଆ ଜମି କ୍ରୟ କରିପାରନ୍ତି . . .

ସୌର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ବୁଧବାର , ଚନ୍ଦ୍ର – ମେଷ ପ୍ରାତଃ ୦୭/୫୮ ଗତେ ବୃଷ । ତିଥି- ପ୍ରତିପଦ ସନ୍ଧ୍ୟା ୦୫/୧୭ ଗତେ ୨ୟା । ଘାତ ଚନ୍ଦ୍ର- ମେଷ ପ୍ରାତଃ ୦୭/୫୮ ଗତେ ବିଛା, କର୍କଟ ।

Pisces

ମୀନ

Wednesday 09 Nov 2022

ପୂ , ଭାଦ୍ରପଦ - ଆପଣଙ୍କ ସମ୍ମାନରେ ଆଞ୍ଚ ଆସିପାରେ । ଆୟ ବଢ଼ିବାରେ ବାଧା ଉପୁଜିବ । ଭାଇ ଭାଇ ମଧ୍ୟରେ ମନୋମାଳିନ୍ୟ ହୋଇପାରେ । 

ଉ , ଭଦ୍ରପଦ - କର୍ମ କ୍ଷେତ୍ରରେ ନିଜର ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପିଲାମାନେ ପାଠପଢା ପ୍ରତି ବିମୁଖ ହେବେ । 

ରେବତୀ – ଋଣଗ୍ରସ୍ତ ହୋଇ ପାରନ୍ତି । ମହିଳା ମାନେ ଦୁଃଖୀ ରହିବେ ।

ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :